କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ ନ ପାରେ। ଲେଫ୍ଟନାଣ୍ଟ ଗଭର୍ଣ୍ଣର ଭି.କେ...

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ କରିଛନ୍ତି। ଆଇପିଏଲର ୧୦ ଟି ଭିନ୍ନ...

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ ପାଇଁ ଏକ ‘ନୂତନ ଜୀବନ’ ପାଇବା...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ ହେବାକୁ ଥିବା ଦଶାହ ଏବଂ ଏକାଦଶ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ ଜନଜାତି ଜୁଆଙ୍ଗମାନେ ଏବେ ମଧ୍ୟ ପାଣି...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। କଟକ ଏସିଜେଏମ୍‌ ତଥା...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା ସରକାର ଗଢିବାକୁ କହିଛନ୍ତି। ଏପରିକି ରାଜ୍ୟରେ ଭାଜପା ସରକାର ଆସିଲେ ଓଡ଼ିଶାର ଲୋକଙ୍କୁ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି। ଜୟ ଜଗନ୍ନାଥ, ଜୟ ଶ୍ରୀରାମ କହି ଭାଷଣ ଆରମ୍ଭ କରିଛନ୍ତି ଶାହା।...

୨୦୨୪ ହେବାକୁ ଯାଉଛି ବିଶ୍ୱର ସବୁଠାରୁ ମହଙ୍ଗା ଇଲେକ୍ସନ, ୨୦୧୯ ତୁଳନାରେ ଖର୍ଚ୍ଚ ହେଉଛି ୨ ଗୁଣା ଅଧିକ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବ ରେକର୍ଡ ଭାଙ୍ଗିବା ଏବଂ ବିଶ୍ୱର ସବୁଠାରୁ ମହଙ୍ଗା ର୍ନିବାଚନ ଇଭେଣ୍ଟ ହେବାକୁ ଯାଉଛି। ଏନଜିଓ ସେଣ୍ଟର ଫର ମିଡିଆ ଷ୍ଟଡିଜ (ସିଏମଏସ) ଦାବି କରିଛି ଯେ ଏହି ଲୋକ ସଭା ନିର୍ବାଚନରେ...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ ଜନସଭାକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ଝାରସୁଗୁଡା ବିମାନବନ୍ଦରରେ ପହଞ୍ଚିଲା ପରେ ସେଠାରେ...

‘୨୦୨୫ ସୁଦ୍ଧା ଭାଜପା ସଂରକ୍ଷଣ ଉଚ୍ଛେଦ କରିବ’: ରେବନ୍ଥ ରେଡ୍ଡୀଙ୍କ ବଡ଼ ଦାବି

ହାଇଦ୍ରାବାଦ,୨୫।୪: ମୁସଲମାନମାନଙ୍କ ପାଇଁ କୋଟାକୁ ନେଇ ଭାଜପା ଏବଂ କଂଗ୍ରେସ ମଧ୍ୟରେ ଚାଲିଥିବା ରାଜନୈତିକ ଵାକଯୁଦ୍ଧ ମଧ୍ୟରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ ଅଭିଯୋଗ କରିଛନ୍ତି ଯେ ଭାଜପା ନିକଟ ଭବିଷ୍ୟତରେ ଦଳିତ ସମ୍ପ୍ରଦାୟର ସଂରକ୍ଷଣକୁ ସମ୍ପୂର୍ଣ୍ଣ ରୂପେ ହଟାଇବାକୁ...

ପ୍ରଥମେ ଖବରଦାତା ସମ୍ମିଳନୀ-ପରେ ରାଲି, ଏବେ ରୋଡ ଶୋ’…ଏଏପିର ପ୍ରଚାର ସମ୍ଭାଳିବେ ସୁନୀତା କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଗିରଫ ହୋଇ ଜେଲ୍‌ ଯିବା ପରେ ତାଙ୍କ ପତ୍ନୀ ସୁନୀତା କେନ୍ଦ୍ର ସରକାରଙ୍କୁ ସମାଲୋଚନା କରି ଆସୁଛନ୍ତି। ସେ ପ୍ରଥମେ ଏକ ଖବରଦାତା ସମ୍ମିଳନୀ କରି ସାଧାରଣ ଲୋକଙ୍କ ନିକଟକୁ ତାଙ୍କ ସ୍ବାମୀଙ୍କ...

ହୋଟେଲରେ ନିଆଁ ଲାଗି ୬ ମୃତ, ୧୨ ଆଇସିୟୁରେ ଭର୍ତ୍ତିି

ପାଟନା,୨୫ା୪: ଗୁରୁବାର ପାଟନାରେ ଥିବା ଏକ ହୋଟେଲରେ ନିଆଁ ଲାଗିବାରୁ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ଏହି ଭୟଙ୍କର ଦୁର୍ଘଟଣାରେ ପାଟନା ସିଟି ଏସ୍‌ପି ଚନ୍ଦ୍ର ପ୍ରକାଶ ୬ ଜଣଙ୍କ ମୃତ୍ୟୁକୁ...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୪୧.୧ ଡିଗ୍ରୀ ପାର କରିଛି। ଏହାରି ମଧ୍ୟରେ ଭୁବନେଶ୍ୱର...

ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂରେ ନଜର ଆସିବେ ହେଭିଓ୍ବେଟ ନେତା, ଭାଗ୍ୟ ପରୀକ୍ଷା କରିବେ ରାହୁଲ-ଶଶୀ ଥରୁର୍‌

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନକୁ ନେଇ ଦେଶରେ ସୃଷ୍ଟି ହୋଇଛି ଏକ ଭିନ୍ନ ପରିବେଶ । ପ୍ରଥମ ପର୍ଯ୍ୟାୟ ପରେ ସବୁ ରାଜନୈତିକ ଦଳ ଏବେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରସ୍ତୁତ ହେଉଛନ୍ତି। ଏପ୍ରିଲ ୨୬ ଅର୍ଥାତ୍‌ ଶୁକ୍ରବାର ହେବାକୁ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ ଅସନ ଥିବା ବେଳେ ୪୦ ଫୁଟିଆ ଧଉରା କାଠ ରହିଛି। ନୟାଗଡ଼ ମହୀପୁର...

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୩ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୨୨ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୨୧ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୨୦ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୧୯ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୧୮ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ ( ୧୭ ଏପ୍ରିଲ, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୬ ଏପ୍ରିଲ, ୨୦୨୪ )

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ବାଣିଜ୍ୟ

ଅପରାଧ

Video News

ପ୍ରଦୂଷଣର ବିଷ ଗର୍ଭରେ ମହାନଦୀ

Video: ଶହେ ଥର ଯିବ ଗଙ୍ଗା ଥରେ ଯିବ ଚନ୍ଦ୍ରଭାଗା

ଲକ୍ଷ୍ମୀ ବସରେ ରହିଛି ଏହି ସୁବିଧା

ବାଲିରେ ବଡସିଂହାର ବେଶ

ଶୀତବସ୍ତ୍ର ବଜାରରେ ଲାଗିଛି ଭିଡ

ଲିକୁଇଡ ଚାହା ପିଇଲେ କ୍ଷୀର ଚାହା ଭୁଲିଯିବେ | ‘Liquid tea’ beats ‘milk tea’

ଛୋଟ ବେଳେ ମୁଁ ଧରିତ୍ରୀ ସମ୍ମାନରେ ସମ୍ମାନୀତ ହୋଇଥିଲି

‘ସକାଳୁ ଉଠୁ ଉଠୁ ଆଗ ଧରିତ୍ରୀ ପଢୁ’ – ଅଶ୍ୱିନୀ

‘ଧରିତ୍ରୀ ଏମିତି ଆହୁରି ବହୁତ ଆଗକୁ ଯାଉ’- ଶିବାନୀ

‘ସବୁବେଳେ ଆଗରେ ଥାଏ ଧରିତ୍ରୀ’ – ଅନୁ ଚୌଧୁରୀ