ଏମ୍‌ପି, ବିଧାୟକ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କଲେ ପାଣ୍ଡିଆନ

ଜି.ଉଦୟଗିରି,୨।୫(ଶିଶିର ପଟ୍ଟନାୟକ): ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଗୁରୁବାର ଅପରାହ୍ନରେ ହେଲିକପ୍ଟର ଯୋଗେ ଜି.ଉଦୟଗିରି ଷ୍ଟାଡିୟମ ପଡ଼ିିଆରେ ଅବତରଣ କରି ସେଠାରେ ଅନୁଷ୍ଠିତ ନିର୍ବାଚନୀ ସଭାରେ ଯୋଗ ଦେଇଥିଲେ। ଏହି ଅବସରରେ ଜି.ଉଦୟଗିରି...

କାହିଁକି ଶଗଡ ଚଢି ନାମାଙ୍କନ ଦାଖଲ କରିବାକୁ ଆସିଲେ ମନ୍ମଥ, କହିଲେ କାରଣ…

ଭୁବନେଶ୍ୱର,୨।୫: ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ଆଜି ନାମାଙ୍କନ ଦାଖଲ କରିଛନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ ବିଜେଡିର ମନ୍ମଥ ରାଉତରାୟ । ଆଜି ବିରାଟ ଶୋଭାଯାତ୍ରାରେ ନିଜ ହଜାର...

କାହିଁକି ଟି-୨୦ ବିଶ୍ୱକପ ଦଳରେ ରାହୁଲଙ୍କୁ ମିଳିଲାନି ସ୍ଥାନ, କାରଣ କହିଲେ ଅଜିତ ଅଗରକର

ମୁମ୍ବାଇ,୨ା୫: ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପ ପାଇନଭର୍ଟ ୧୫ ଜଣିଆ ଦଳ ଘୋଷଣା କରିଛି। ଏଥିରେ ପ୍ରାରମ୍ଭିକ ବ୍ୟାଟର ତଥା ୱିକେଟ୍ କିପର କେଏଲ ରାହୁଲଙ୍କୁ ସ୍ଥାନ ମିଳିନାହିଁ।...

ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀର ଆକାଉଣ୍ଟ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: ମୂଲ୍ୟବାନ ସାମଗ୍ରୀ, ଗୁରତ୍ୱପୂର୍ଣ୍ଣ କାଗଜପତ୍ର ପୋଡ଼ି ଛାରଖାର

ବଡବିଲ,୨।୫(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳ ଉପକଣ୍ଠରେ ଥିବା ଆରିୟା ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀ ପ୍ରାଇଭେଟ ଲିମିଟେଡ କମ୍ପାନୀର ପ୍ଲାଣ୍ଟ ସ୍ଥିତ ଆକାଉଣ୍ଟ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ ଘଟି ବହୁ ମୂଲ୍ୟବାନ...

ରାଏବରେଲି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୨।୫: ଲୋକ ସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ଉତ୍ତରପ୍ରଦେଶର ରାଏବରେଲି ଲୋକ ସଭା ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ଘୋଷଣା କରିଛି। ଭାଜପା ଦୀନେଶ ପ୍ରତାପ ସିଂଙ୍କୁ ପ୍ରାର୍ଥୀ କରିଛି। ଦୀନେଶ ପ୍ରତାପ...

ତେଲକୋଇ ଆସନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ କଲେ ଭାଜପା ପ୍ରାର୍ଥୀ ଫକୀର ନାଏକ

କେନ୍ଦୁଝର,୨।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ଗୋଟିଏ ଦିନ ବାକି ରହିଛି। ତେଲକୋଇ ବିଧାନସଭା...

କିଏ ହେବେ ଆମେରିକାର ରାଷ୍ଟ୍ରପତି, ଭବିଷ୍ୟକାର କହିଲେ ଏମିତି…

ଓ୍ବାଶିଂଟନ,୨ା୫: ଆମେରିକାର ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଲାନ ଲିକ୍ଟମ୍ୟାନ ପୁଣି ଥରେ ପୂର୍ବାନୁମାନ କରିଛନ୍ତି। ଆଲାନଙ୍କୁ ଆମେରିକାର ନୋଷ୍ଟ୍ରାଡାମସ ମଧ୍ୟ କୁହାଯାଏ। ଯିଏ ଗତ ଅନେକ ନିର୍ବାଚନ ପାଇଁ ନିରନ୍ତର ପୂର୍ବାନୁମାନ କରିଆସୁଛନ୍ତି। ଗତ ୧୦ଟି ନିର୍ବାଚନରେ ଆଲାନ ପୂର୍ବାନୁମାନ...

୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, କଟକ ବାରବାଟୀରୁ ଲଢିବେ…

ଭୁବନେଶ୍ୱର,୨।୫: ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା। ଘସିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ, ବରୀରୁ ଉମେଶ ଚନ୍ଦ୍ର ଜେନା, ବାରବାଟୀ କଟକରୁ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ବେଗୁନିଆରୁ ପ୍ରକାଶ ଚନ୍ଦ୍ର...

”ମୁଁ ନବୀନ ପଟ୍ଟନାୟକଙ୍କ ମହାନ ମୂଲ୍ୟବୋଧର ଉତ୍ତରାଧିକାରୀ”: କାର୍ତ୍ତିକ ପାଣ୍ଡିଆନ୍

ଭୁବନେଶ୍ୱର,୨ା୫: ଓଡ଼ିଶାରେ ତୀବ୍ର ରାଜନୈତିକ ମାହୋଲ ମଧ୍ୟରେ ବଡ଼ ବୟାନ ଦେଇଛନ୍ତି ବିଜେଡି ନେତା ତଥା ଫାଇଭ ଟି ଅଧ୍ୟକ୍ଷ ଏବଂ ନବୀନ ଓଡ଼ିଶା ଚେୟାରମ୍ୟାନ କାର୍ତ୍ତିକ ପାଣ୍ଡିଆନ। ଗୁରୁବାର ଖବର ସରବରାହ ସଂସ୍ଥା ପିଟିଆଇକୁ ଏକ ସାକ୍ଷାତକାର ଦେଇ...

ନାମାଙ୍କନପତ୍ର ଦାଖଲ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର,୨ା୫: ସମ୍ବଲପୁର ଲୋକସଭା ଆସନ ଲାଗି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସମର୍ଥକଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ ନାମାଙ୍କନ ଭରିଛନ୍ତି। ଦୁଇ ଦିନ ପୂର୍ବରୁ ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ...

ବିଜେଡି ଛାଡ଼ିଲେ ଅନୁଭବ ପଟ୍ଟନାୟକ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ ଟିକେଟ୍‌ ଆଶାୟୀ ଥିଲେ। ମାତ୍ର ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

୩ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେଡି, ଜାଣନ୍ତୁ କାହାକୁ କେଉଁଠୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ତା’ର ବାକି ଥିବା ୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ଆସନରେ ବିଜେଡି ପ୍ରାର୍ଥୀ ଦେଇଛି। କୋରେଇରୁ ସନ୍ଧ୍ୟାରାଣୀ ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଥିବା ବେଳେ...

ନାମାଙ୍କନପତ୍ର ଦାଖଲ କଲେ ଅପରାଜିତା

ଖୋର୍ଦ୍ଧା,୨ା୫: ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଗୁରୁବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ହଜାର ହଜାର ସମର୍ଥକଙ୍କ ସହ ଆସି ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ତାଙ୍କର ନାମାଙ୍କନ ଭରିଛନ୍ତି।

ବିବାଦ ପରେ ପଶିଲା ଚେତା, ମସଲାର ଗୁଣାତ୍ମକ ଯାଞ୍ଚ କରିବାକୁ ସମସ୍ତ ରାଜ୍ୟକୁ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨।୫: ନିକଟରେ ଭାରତରୁ ରପ୍ତାନି ହୋଇଥିବା ମସଲାକୁ ନେଇ ବିବାଦ ପରେ କେନ୍ଦ୍ର ସରକାର ସମସ୍ତ ରାଜ୍ୟ ସରକାରଙ୍କୁ ମସଲା ପରୀକ୍ଷା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାପୂର୍ବରୁ ଉଭୟ ମସଲା ବୋର୍ଡ ଏବଂ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

ଏପଟେ କଂଗ୍ରେସ ହାରୁଛି, ସେପଟେ ପାକିସ୍ତାନ କାନ୍ଦୁଛି, କାହିଁକି ଏମିତି କହିଲେ ମୋଦି

ନୂଆଦିଲ୍ଲୀ,୨।୫: ଗୁରୁବାର ଗୁଜୁରାଟର ଆନନ୍ଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟ ମଧ୍ୟରେ ସେ କଂଗ୍ରେସ ଦଳକୁ କଡା ସମାଲୋଚନର କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ସମ୍ବୋଧନରେ କହିଛନ୍ତି ଯେ କଂଗ୍ରେସ ଏଠାରେ...

ବଡ଼ ଖବର! ଆମେଠିରୁ ନିର୍ବାଚନ ଲଢ଼ିବାକୁ ରାହୁଲଙ୍କ ସହମତି, ଖାର୍ଗେ କରିବେ ଘୋଷଣା-ରିପୋର୍ଟ

ନୂଆଦିଲ୍ଲୀ,୨।୫: କଂଗ୍ରେସ ଦଳରୁ ବଡ଼ ଖବର ସାମ୍ନାକୁ ଆସିଛି। ରାହୁଲ ଗାନ୍ଧୀ ଆମେଠିରୁ ନିର୍ବାଚନ ଲଢ଼ିବା ପାଇଁ ସହମତି ପ୍ରକାଶ କରିଛନ୍ତି। ଏନେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଆଧିକାରୀକ ଭାବେ ଘୋଷଣା କରିବେ ବୋଲି ଏକ ରିପୋର୍ଟରୁ ଜଣାପଡ଼ିଛି।...

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୯ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୨୮ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୨୭ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୨୫ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୨୪ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୨୩ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୨୨ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୨୧ ଏପ୍ରିଲ, ୨୦୨୪)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

Video News

ପ୍ରଦୂଷଣର ବିଷ ଗର୍ଭରେ ମହାନଦୀ

Video: ଶହେ ଥର ଯିବ ଗଙ୍ଗା ଥରେ ଯିବ ଚନ୍ଦ୍ରଭାଗା

ଲକ୍ଷ୍ମୀ ବସରେ ରହିଛି ଏହି ସୁବିଧା

ବାଲିରେ ବଡସିଂହାର ବେଶ

ଶୀତବସ୍ତ୍ର ବଜାରରେ ଲାଗିଛି ଭିଡ

ଲିକୁଇଡ ଚାହା ପିଇଲେ କ୍ଷୀର ଚାହା ଭୁଲିଯିବେ | ‘Liquid tea’ beats ‘milk tea’

ଛୋଟ ବେଳେ ମୁଁ ଧରିତ୍ରୀ ସମ୍ମାନରେ ସମ୍ମାନୀତ ହୋଇଥିଲି

‘ସକାଳୁ ଉଠୁ ଉଠୁ ଆଗ ଧରିତ୍ରୀ ପଢୁ’ – ଅଶ୍ୱିନୀ

‘ଧରିତ୍ରୀ ଏମିତି ଆହୁରି ବହୁତ ଆଗକୁ ଯାଉ’- ଶିବାନୀ

‘ସବୁବେଳେ ଆଗରେ ଥାଏ ଧରିତ୍ରୀ’ – ଅନୁ ଚୌଧୁରୀ