ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ତେଜିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ ପ୍ରାର୍ଥୀଙ୍କ ନାମ ଦଳ ଘୋଷଣା କରିଛି।...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର ପ୍ରଚାରକ ସାଜି ପ୍ରଚାର କରିଛନ୍ତି ଶାହାରୁଖ।...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ ଫ୍ଲପ ହୋଇଗଲା ବୋଲି ସେ କହିଛନ୍ତି।...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତକ ହେଲେ କନ୍ଧମାଳ ଜିଲା...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା ସୁନିଶ୍ଚିତ ବୋଲି ଜାଣିବା ପରେ ଭୟରେ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି। ତେବେ ଗତ କିଛିଦିନ ପୂର୍ବରୁ ରାଜ୍ୟରେ ମେଣ୍ଟ ରାଜନୀତି ଜୋର ଧରିଥିଲା। ଭାଜପା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା ଓଡିଶା ରାଜନୀତିକୁ ନେଇ ବଡ଼ ବୟାନ ଦେଇଛନ୍ତି। ଓଡିଶାରେ ଭାଜପାକୁ ଗୋଟିଏ ସୁଯୋଗ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି ତେବେ ହୋଇଯାନ୍ତୁ ସାବଧାନ । କାରଣ ମସ୍ତିଷ୍କକୁ ସୁସ୍ଥ ରଖିବାକୁ ହେଲେ ଭଲ...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ। ତିନି ରାଜନୈତିକ ଦଳଙ୍କ ପ୍ରାର୍ଥୀ ତାଲିକାରେ ଏପରି ପ୍ରସ୍ତୁତ କରୁଛନ୍ତି ଯେପରି ଯୁବ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ ଭାଜପା ସହ ହାତ ମିଳାଇଛନ୍ତି। କଂଗ୍ରେସ ଓ ସିପିଆଇଏମ ସପକ୍ଷରେ ଭୋଟ ନ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉଦ୍ଧାର ସମସ୍ତ ବ୍ୟକ୍ତିଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ) ଲୋକ ସଭା ନିର୍ବାଚନକୁ ବହିଷ୍କାର କରିବାକୁ ଆହ୍ବାନ ଦେଇଛିା ଏହାକୁ ନେଇ ରାଜ୍ୟର...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ଅଂଶୁଘାତ ଓ ହିଟ ରିଲେଟେଡ...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ ଘଟିଛି ଏହି ଘଟଣା। ମୃତକ ଜଣକ ହେଲେ ମହିଳା। ସୂଚନାଥାଉ କି, ଡଙ୍ଗାରେ...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା ହେଉଛି କି ବିଜେଡିର ବଡ଼ ନେତା ତଥା ଏମପି ପ୍ରସନ୍ନ ପାଟ୍ଟଶାଣୀ ଓ...

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୭ ଏପ୍ରିଲ, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୬ ଏପ୍ରିଲ, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ (୧୫ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୧୪ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ ( ୧୩ ଏପ୍ରିଲ, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ (୧ ୨ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ ( ୧୦ ଏପ୍ରିଲ, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ (୯ ଏପ୍ରିଲ, ୨୦୨୪)

View

ଅନ୍ତର୍ଜାତୀୟ

ଖେଳ

ଫୁରସତ

ଅପରାଧ

Video News

Video: ଶହେ ଥର ଯିବ ଗଙ୍ଗା ଥରେ ଯିବ ଚନ୍ଦ୍ରଭାଗା

ଲକ୍ଷ୍ମୀ ବସରେ ରହିଛି ଏହି ସୁବିଧା

ବାଲିରେ ବଡସିଂହାର ବେଶ

ଶୀତବସ୍ତ୍ର ବଜାରରେ ଲାଗିଛି ଭିଡ

ଲିକୁଇଡ ଚାହା ପିଇଲେ କ୍ଷୀର ଚାହା ଭୁଲିଯିବେ | ‘Liquid tea’ beats ‘milk tea’

ଛୋଟ ବେଳେ ମୁଁ ଧରିତ୍ରୀ ସମ୍ମାନରେ ସମ୍ମାନୀତ ହୋଇଥିଲି

‘ସକାଳୁ ଉଠୁ ଉଠୁ ଆଗ ଧରିତ୍ରୀ ପଢୁ’ – ଅଶ୍ୱିନୀ

‘ଧରିତ୍ରୀ ଏମିତି ଆହୁରି ବହୁତ ଆଗକୁ ଯାଉ’- ଶିବାନୀ

‘ସବୁବେଳେ ଆଗରେ ଥାଏ ଧରିତ୍ରୀ’ – ଅନୁ ଚୌଧୁରୀ

‘ଧରିତ୍ରୀକୁ ୫୦ ବର୍ଷ ନୁହେଁ ଏମିତି ୧୦୦ ବର୍ଷ ପୁରୁଥାଉ’ – ସନ୍ତୁ ନିଜେ