ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ମୁଖ୍ୟ ବିଚାରପତି...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା ପରିଷଦର ପୂର୍ବତନ ଅଧ୍ୟକ୍ଷା ତଥା ଖଣ୍ଡପଡା...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ କ୍ରନ୍ଦନ କରୁଥିବା ଲୋକେ ଶୁଣିବାକୁ ପାଇଥିଲେ।...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ ପରିବର୍ତ୍ତନ କରିଛନ୍ତି। ପୂର୍ବ ନିର୍ଦ୍ଧାରିତ ସୂଚୀ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ। ତେବେ ଏହି ଟୁର୍ନାମେଣ୍ଟକୁ ନେଇ ଆଇସିସି...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ ଥିଲା ସେ ନିଜ ସମୟର ଜବରଦସ୍ତ...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ ଚର୍ଚ୍ଚା ବଢିବାରେ ଲାଗିଛି । କୁହାଯାଉଛି ସୋର ଆସନରୁ ଭାଜପା ରାଜୁ ଦାସଙ୍କୁ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି । ବାପାଙ୍କ ସହ ମିଶି ନିର୍ବାଚନ ଲଢ଼ିଲେ, ଏଥର ଡବଲ ମାର୍ଜିନରେ ଜିତିବେ...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର। ରାଜ୍ୟର ତାତି ଯେତେ ଉପରମୁହାଁ ହେଉଛି ରାଜ୍ୟ ରାଜନୀତି ସେତିକି ଜମୁଛି। ତେବେ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ଆସନ୍ତା ୨୮ ତାରିଖରେ ଓଡ଼ିଶା...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା ୬ ବର୍ଷ ପାଇଁ ଅଯୋଗ୍ୟ ଘୋଷଣା କରିବାକୁ ଦିଲ୍ଲୀ ହାଇକୋର୍ଟରେ ଆବେଦନ ଦାଖଲ...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ କର୍ନାଟକ ଡେପୁଟି ସିଏମ ଡି.କେ ଶିବକୁମାରଙ୍କ ଝିଅ ଐଶ୍ୱର୍ଯ୍ୟା ଡି.କେ.ଏସ...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରୁଛି, ଯାହାକି କଂଗ୍ରେସ ପାଇଁ ସର୍‌ପ୍ରାଇଜ୍‌ ଭଳି ହେବ। କୁହାଯାଉଛି...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର ଉମରକୋଟ ଓ ଝରିଆଁରେ ନିର୍ବାଚନ ପ୍ରଚାର ଆରମ୍ଭ କରି ଦଳର ଲୋକ ସଭା...

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ଏହି ଅବସରରେ ସେ ସୁପ୍ରିମକୋର୍ଟଙ୍କ EVM-VVPAT ନିଷ୍ପତ୍ତି ଉପରେ ମଧ୍ୟ ମନ୍ତବ୍ୟ ଦେଇଛନ୍ତି।...

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ ଗୁଳି ଜବତ କରିଛି। ଆପଣଙ୍କୁ କହିରଖୁଛୁ ଯେ, ପଶ୍ଚିମବଙ୍ଗ ସମେତ ଦେଶର ଅନେକ...

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୩ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୨୨ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୨୧ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୨୦ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୧୯ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ (୧୮ ଏପ୍ରିଲ, ୨୦୨୪)

View
ଓଡ଼ିଶା: ଆଜିର ଫଟୋ ( ୧୭ ଏପ୍ରିଲ, ୨୦୨୪ )

View
ଓଡ଼ିଶା: ଆଜିର ଫଟୋ ( ୧୬ ଏପ୍ରିଲ, ୨୦୨୪ )

View

ରାଜ୍ୟ

ଜାତୀୟ

ଖେଳ

ଫୁରସତ

ଅପରାଧ

Video News

ପ୍ରଦୂଷଣର ବିଷ ଗର୍ଭରେ ମହାନଦୀ

Video: ଶହେ ଥର ଯିବ ଗଙ୍ଗା ଥରେ ଯିବ ଚନ୍ଦ୍ରଭାଗା

ଲକ୍ଷ୍ମୀ ବସରେ ରହିଛି ଏହି ସୁବିଧା

ବାଲିରେ ବଡସିଂହାର ବେଶ

ଶୀତବସ୍ତ୍ର ବଜାରରେ ଲାଗିଛି ଭିଡ

ଲିକୁଇଡ ଚାହା ପିଇଲେ କ୍ଷୀର ଚାହା ଭୁଲିଯିବେ | ‘Liquid tea’ beats ‘milk tea’

ଛୋଟ ବେଳେ ମୁଁ ଧରିତ୍ରୀ ସମ୍ମାନରେ ସମ୍ମାନୀତ ହୋଇଥିଲି

‘ସକାଳୁ ଉଠୁ ଉଠୁ ଆଗ ଧରିତ୍ରୀ ପଢୁ’ – ଅଶ୍ୱିନୀ

‘ଧରିତ୍ରୀ ଏମିତି ଆହୁରି ବହୁତ ଆଗକୁ ଯାଉ’- ଶିବାନୀ

‘ସବୁବେଳେ ଆଗରେ ଥାଏ ଧରିତ୍ରୀ’ – ଅନୁ ଚୌଧୁରୀ